ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ
ପଣା ସଂକ୍ରାନ୍ତି


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା

ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହି ପବିତ୍ର ଅବସର ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରିଦେଉ

ଏତିକି ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande