ବୁଢ଼ୀପଦର ପଞ୍ଚାୟତରେ ଡ଼ ବି. ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ବୁଢ଼ୀପଦର ପଞ୍ଚାୟତରେ ଡ଼ ବି. ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଫଟୋ ସେୟାର କରି ମନ୍ତ୍ରୀ କହିଛନ୍ତି ଯେ, ଲୋଇସିଂହା ବ୍ଲକ ବୁଢ଼
ପ୍ରତିମୂର୍ତ୍ତି


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ବୁଢ଼ୀପଦର ପଞ୍ଚାୟତରେ ଡ଼ ବି. ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ

ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ଫଟୋ ସେୟାର କରି ମନ୍ତ୍ରୀ କହିଛନ୍ତି ଯେ, ଲୋଇସିଂହା ବ୍ଲକ ବୁଢ଼ୀପଦର ପଞ୍ଚାୟତ

ପରିସରରେ ଥିବା ଭାରତ ରତ୍ନ ଡ଼ ବି. ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

କରିବାର ସୌଭାଗ୍ୟ ମିଳିଲା। ଦେଶର ବିକାଶ ଏବଂ ଦେଶବାସୀଙ୍କ କଲ୍ଯାଣ ପାଇଁ ତାଙ୍କର ବହୁମୂଲ୍ୟ

ଅବଦାନ ଆମ ପାଇଁ ପ୍ରେରଣାଦାୟୀ। ଏହି ଅବସରରେ ବୁଢୀପଦର ସରପଞ୍ଚ ଲକ୍ଷ୍ମୀ ପଧାନ, ସ୍ଥାନୀୟ ଜନସାଧାରଣ

ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande