ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ
ନବୀନ


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା

ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଏହି ନବବର୍ଷ ସମସ୍ତଙ୍କ ପାଇଁ ନୂଆ ଆଶା ଓ

ନୂଆ ସମ୍ଭାବନାର ବର୍ଷ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande