‘ଭାରତରତ୍ନ’ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ‘ଭାରତରତ୍ନ’ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତର ସମ୍ବିଧାନର ପ୍ରଣେତା
ଆମ୍ବେଦକର


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ‘ଭାରତରତ୍ନ’ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ

ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତର ସମ୍ବିଧାନର ପ୍ରଣେତା

‘ଭାରତରତ୍ନ’ ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande