ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ହନୁମାନ ଜୟନ୍ତୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।
ହନୁମାନ


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ପବିତ୍ର ହନୁମାନ ଜୟନ୍ତୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

ମହାବୀର ହନୁମାନଙ୍କ କୃପାରୁ ଆପଣମାନଙ୍କ ଜୀବନ ସୁଖ, ଶାନ୍ତି ଓ

ସମୃଦ୍ଧିରେ ଭରିଯାଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande