
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା
ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି
ପରିଡା କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି
ତଥା ଓଡ଼ିଆ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଏହି ପବିତ୍ର ଦିନ ଆପଣମାନଙ୍କ ଜୀବନରେ ଅପାର ସମ୍ଭାବନା, ସଫଳତା ଓ ସମୃଦ୍ଧି
ନେଇଆସୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା