
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାବାସାହେବ ଡ଼ଃ
ବି.ଆର୍. ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ଅବସରରେ ଗୁଜରାଟର ଗାନ୍ଧୀନଗରସ୍ଥିତ ଲୋକ ଭବନରେ ତାଙ୍କୁ
ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।
ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରି ରାଷ୍ଟ୍ରପତି ଭାରତୀୟ
ସଂବିଧାନର ପ୍ରମୁଖ ନିର୍ମାତା ଓ ମହାନ ସମାଜ ସୁଧାରକ ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ
ଜୟନ୍ତୀ ଅବସରରେ ତାଙ୍କୁ ସାଦର ନମନ କରିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା