ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡି
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ୧୭ ତାରିଖ ପାଇଁ ୧୧ ଜିଲ୍ଲା, ୧୮ ତାରିଖ ୧୧ ଜିଲ୍ଲା, ୧୯ ତାରିଖ ପାଇଁ୧୧ ଜିଲ୍ଲା,୨୦ ତାରିଖ୧୧ ଜିଲ୍ଲା, ୨୧ ତାରିଖ୧୧ ଜିଲ୍ଲା ଏବଂ ୨୨ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande