
ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ