୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ
ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ଝାରସୁଗୁଡ଼ା, ସମ
୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ହିଟ୍ ୱେଭ୍ ନେଇ ୩ ଜିଲ୍ଲା(ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ


ହିଟ୍ ୱେଭ୍ ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ହିଟ୍ ୱେଭ୍ ନେଇ ୩ ଜିଲ୍ଲା(ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande