
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ବିନମ୍ର
ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା