ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ଏପ୍ରିଲ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପୂର୍ବାହ୍ନରେ ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜ
ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 17 ଏପ୍ରିଲ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପୂର୍ବାହ୍ନରେ ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ତାଙ୍କର ଦୂରଦର୍ଶୀ ଚିନ୍ତାଧାରା ଏବଂ ସାହସିକତା ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande