ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ଏପ୍ରିଲ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ଜୀଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ର
ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 17 ଏପ୍ରିଲ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ଜୀଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ । ଦେଶର ବିକାଶ ଓ ଗଣତନ୍ତ୍ରକୁ ସଶକ୍ତ କରିବା ଦିଗରେ ତାଙ୍କର ଅବଦାନ ଅତୁଳନୀୟ। ତାଙ୍କର ଜୀବନାଦର୍ଶ ଆମକୁ ଦେଶପ୍ରେମ ଏବଂ ନିରନ୍ତର କର୍ତ୍ତବ୍ୟନିଷ୍ଠାର ସହ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande