
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ
କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ଯମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା