ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ରାଷ୍ଟ୍ରପତି ସ
ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ     ନମନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ଡ଼ଃ ସର୍ବପଲ୍ଲୀ

ରାଧାକୃଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତର

ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଞ୍ଜଳି।

କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ଜଣେ ପ୍ରଖ୍ୟାତ ଦାର୍ଶନିକ ଓ ରାଜନେତା ଭାବେ ତାଙ୍କର ଶିକ୍ଷା ଏବଂ ସାର୍ବଜନିକ ଜୀବନରେ

ଅବଦାନ ପିଢ଼ୀ ପରେ ପିଢ଼ୀକୁ ପ୍ରେରିତ କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande