'କବିବର' ରାଧାନାଥ ରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)-''କବିବର'' ରାଧାନାଥ ରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସାହିତ୍ୟର ଅନନ୍ୟ ପ୍ରତିଭା ''କବିବର'' ରାଧାନାଥ ରାୟଙ୍କ ତିରୋ
'କବିବର' ରାଧାନାଥ ରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)-'କବିବର' ରାଧାନାଥ ରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସାହିତ୍ୟର ଅନନ୍ୟ

ପ୍ରତିଭା 'କବିବର' ରାଧାନାଥ ରାୟଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande