ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାକୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତି
ବିଜୁ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାକୁ

କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡିଶା ପାଇଁ ତାଙ୍କର ଅବଦାନ

ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande