ପୂର୍ବତନ ରାଷ୍ଟ୍ରପତି ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ସ୍ମରଣ କଲେ ରାଜ୍ୟପାଳ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ ରାଷ୍ଟ୍ରପତି ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ଦାର୍ଶନିକ ଏବଂ ଭାରତର ପୂର୍ବତନ ରାଷ୍ଟ୍ରପତି ଡ଼
ପୂର୍ବତନ ରାଷ୍ଟ୍ରପତି ଡ଼ଃ     ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ସ୍ମରଣ କଲେ ରାଜ୍ୟପାଳ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ

ରାଷ୍ଟ୍ରପତି ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ

କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ଦାର୍ଶନିକ ଏବଂ

ଭାରତର ପୂର୍ବତନ ରାଷ୍ଟ୍ରପତି ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପୁଣ୍ୟତିଥିରେ ନମ୍ର

ଶ୍ରଦ୍ଧାଞ୍ଜଳି।

ରାଜ୍ୟପାଳ କହିଛନ୍ତି ଯେ, ତାଙ୍କର

ଜ୍ଞାନ, ଆଦର୍ଶ

ଏବଂ ଶିକ୍ଷା ପ୍ରତି ସମର୍ପଣ ଦେଶକୁ ସଦା ପ୍ରେରିତ କରିଆସିବ ଏବଂ ଆଗାମୀ ପିଢ଼ୀ ପାଇଁ ଏକ

ପଥପ୍ରଦର୍ଶକ ଭାବେ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande