ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଚନ୍ଦ୍ରଶେଖରଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଜୁଏଲ ଓରାମ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଚନ୍ଦ୍ରଶେଖରଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, ଲୋକପ୍ରିୟ ରାଜନେତା ଏବଂ ଦେଶର ପୂର୍ବତନ ପ୍ରଧା
ପୂର୍ବତନ ପ୍ରଧାନମନ୍ତ୍ରୀ     ସ୍ୱର୍ଗତ ଚନ୍ଦ୍ରଶେଖରଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଜୁଏଲ ଓରାମ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ

ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଚନ୍ଦ୍ରଶେଖରଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, ଲୋକପ୍ରିୟ

ରାଜନେତା ଏବଂ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଚନ୍ଦ୍ରଶେଖରଜୀଙ୍କ ଜୟନ୍ତୀରେ ତାଙ୍କୁ

କୋଟି କୋଟି ନମନ।

ରାଷ୍ଟ୍ରଭକ୍ତି, ଅତୁଟ

ସଂକଳ୍ପ ଏବଂ ଜନସେବାକୁ ସମର୍ପିତ ତାଙ୍କର ଜୀବନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande