ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭ
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା


ଭୁବନେଶ୍ୱର, ୧୭ ଅପ୍ରେଲ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande