ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ
ବିଜୁ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ

ପୁଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande