ଭାରତ ରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ଭାରତ ରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ରାଷ୍
ରାଧାକ୍ରିଷ୍ଣନ


ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ଭାରତ ରତ୍ନ

ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଭାରତର ପୂର୍ବତନ ରାଷ୍ଟ୍ରପତି, ଭାରତ ରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି

ଜଣାଉଛି। ତାଙ୍କର ନୀତି, ଆଦର୍ଶ

ଏବଂ ଜୀବନଦର୍ଶନ ଆଜିର ସମାଜ ପାଇଁ ଏକ ମାର୍ଗଦର୍ଶିକା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande