ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ହେବ ମାଲ୍ୟାର୍ପଣ
ଭୁବନେଶ୍ୱର, 17 ଏପ୍ରିଲ (ହି.ସ) ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହ
ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ହେବ ମାଲ୍ୟାର୍ପଣ


ଭୁବନେଶ୍ୱର, 17 ଏପ୍ରିଲ (ହି.ସ) ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିବେ l

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande