
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ
ପୁଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା