
ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ବିଶ୍ୱ
ହିମୋଫିଲିଆ ଦିବସରେ ସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ
ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ
ହିମୋଫିଲିଆ ଦିବସ ଅବସରରେ ଆସନ୍ତୁ ଏହି ରୋଗରେ ପୀଡିତ ବ୍ୟକ୍ତିଙ୍କୁ ସହଯୋଗ ଏବଂ ସମର୍ଥନ
ଯୋଗାଇଦେବା। ରୋଗ ସମ୍ପର୍କରେ ଅଧିକରୁ ଅଧିକ ସଚେତନତା ସୃଷ୍ଟି ପାଇଁ ସମସ୍ତେ ଆଗେଇ ଆସିବା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା