ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି
ଭୁବନେଶ୍ୱର, 18 ଏପ୍ରିଲ୍ (ହି.ସ.)- ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହ
ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି


ଭୁବନେଶ୍ୱର, 18 ଏପ୍ରିଲ୍ (ହି.ସ.)- ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା

କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି

ନେଇଛନ୍ତି । ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ପରବର୍ତ୍ତୀ

ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି । କିନ୍ତୁ ପୂର୍ବ

ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande