ବିଶ୍ଵ ଐତିହ୍ୟ ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଏପ୍ରିଲ୍ (ହି.ସ.)- ବିଶ୍ଵ ଐତିହ୍ୟ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵ ଐତିହ୍ୟ ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ। ଆସନ୍ତୁ ସମସ୍ତେ ମିଶି ଆମ ଐତିହ୍ୟର
ବିଶ୍ଵ ଐତିହ୍ୟ ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 18 ଏପ୍ରିଲ୍ (ହି.ସ.)- ବିଶ୍ଵ ଐତିହ୍ୟ ଦିବସର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ବିଶ୍ଵ ଐତିହ୍ୟ ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ। ଆସନ୍ତୁ ସମସ୍ତେ ମିଶି ଆମ ଐତିହ୍ୟର

ସୁରକ୍ଷା ପାଇଁ ଏକତ୍ରିତ ହେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande