ଭଗବାନ ପର୍ଶୁରାମ ଜୟନ୍ତୀର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)- ଭଗବାନ ପର୍ଶୁରାମ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ ଷଷ୍ଠ ଅବତାର ଭଗବାନ ପର୍ଶୁରାମଙ୍କ ଜୟନ୍ତୀ ଅବସରରେ
ଭଗବାନ ପର୍ଶୁରାମ ଜୟନ୍ତୀର     ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)- ଭଗବାନ

ପର୍ଶୁରାମ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ ଷଷ୍ଠ ଅବତାର

ଭଗବାନ ପର୍ଶୁରାମଙ୍କ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା।

ଭଗବାନ ପର୍ଶୁରାମ ତ୍ୟାଗ, ତପସ୍ୟା

ଓ ଧର୍ମର ସୁରକ୍ଷାର ଅଦ୍ୱିତୀୟ ପ୍ରତୀକ। ଏହି ପବିତ୍ର ଅବସରରେ ଭଗବାନ ଶ୍ରୀ ପର୍ଶୁରାମଙ୍କୁ

ସମସ୍ତଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande