ଝରିଗାଁ ବିଧାୟକ ନରସିଂହ ଭତ୍ରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)- ଝରିଗାଁ ବିଧାୟକ ନରସିଂହ ଭତ୍ରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ ମଙ୍ଗଳ କାମନା କରିଛନ୍ତି ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଝରିଗାଁର ଲୋକପ୍ରିୟ ବିଧାୟକ ଶ୍ରୀ ନରସିଂହ ଭତ୍ରାଙ୍କୁ
ଝରିଗାଁ ବିଧାୟକ ନରସିଂହ     ଭତ୍ରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)- ଝରିଗାଁ ବିଧାୟକ

ନରସିଂହ ଭତ୍ରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ ମଙ୍ଗଳ କାମନା କରିଛନ୍ତି ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଝରିଗାଁର ଲୋକପ୍ରିୟ

ବିଧାୟକ ଶ୍ରୀ ନରସିଂହ ଭତ୍ରାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ l ମା' ଭଣ୍ଡାର

ଘରଣୀଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande