ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରା
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ।

୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ଗରମ ଓ ଗୁଳୁଗୁଳି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ।

ଅନୁରୂପ ଭାବେ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ଗରମ ଓ ଗୁଳୁଗୁଳି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande