ପବିତ୍ର ଚୈତ୍ର ପୂର୍ଣ୍ଣିମାର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଏପ୍ରିଲ୍ (ହି.ସ.)- ପବିତ୍ର ଚୈତ୍ର ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଚୈତ୍ର ପୂର୍ଣ୍ଣିମା ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦି
ଚୈତ୍ର


ଭୁବନେଶ୍ୱର, 02 ଏପ୍ରିଲ୍ (ହି.ସ.)- ପବିତ୍ର ଚୈତ୍ର

ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଚୈତ୍ର ପୂର୍ଣ୍ଣିମା ଅବସରରେ ସମସ୍ତ

ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଏହି ପବିତ୍ର ତିଥି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି

ଓ ଆନନ୍ଦ ଭରିଦେଉ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କୃପାରୁ ଆମ ରାଜ୍ୟ ସମୃଦ୍ଧି ପଥରେ ଆଗେଇ

ଚାଲୁ, ଏହାହିଁ ମୋର କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande