ପବିତ୍ର ଚୈତ୍ର ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 02 ଏପ୍ରିଲ୍ (ହି.ସ.)- ପବିତ୍ର ଚୈତ୍ର ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏ ନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ଚୈତ୍ର ପୂର୍ଣ୍ଣିମା ଅବସରରେ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍
ଚୈତ୍ର


ଭୁବନେଶ୍ୱର, 02 ଏପ୍ରିଲ୍ (ହି.ସ.)- ପବିତ୍ର ଚୈତ୍ର

ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏ ନେଇ ସୋସିଆଲ ମିଡିଆ

ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ଚୈତ୍ର ପୂର୍ଣ୍ଣିମା ଅବସରରେ ଅନେକ ଶୁଭେଚ୍ଛା ଓ

ଅଭିନନ୍ଦନ।

ଏହି ପବିତ୍ର ଦିନଟି ସମସ୍ତଙ୍କ ଜୀବନରେ

ନୂତନ ଆଶା, ଆନନ୍ଦ ଓ ସମୃଦ୍ଧି ଆଣିଦେଉ। ଏହାହିଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ନିକଟରେ ମୋର ପ୍ରାର୍ଥନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande