ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆମ ଓଡ଼ିଶାର ଅନ୍ୟତମ ପାରମ୍ପରିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା
ଅକ୍ଷୟ ତୃତୀୟା


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ

ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆମ ଓଡ଼ିଶାର ଅନ୍ୟତମ ପାରମ୍ପରିକ ପର୍ବ

ପବିତ୍ର ଅକ୍ଷୟ ତୃତୀୟା ଓ ମହାପ୍ରଭୁଙ୍କ ପବିତ୍ର ଚନ୍ଦନ ଯାତ୍ରା ଅବସରରେ ସମସ୍ତଙ୍କୁ

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।

ମନ୍ତ୍ରୀ କହିଛନ୍ତି ଯେ, ଚାଷୀ

ଭାଇଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ, ଚଳିତ ବର୍ଷ ଭଲ ଫସଲ ହେଉ ଏବଂ କୃଷକ ମାନଙ୍କ ସମୃଦ୍ଧି ହେଉ

ମହାପ୍ରଭୁଙ୍କ ନିକଟରେ ଏତିକି କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande