ଖଡ଼ଗପୁର ସ୍ଥିତ ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଖଡ଼ଗପୁର ସ୍ଥିତ ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ‘ଅକ୍ଷୟ ତୃତୀୟା’ର ଶୁଭ ଅବସରରେ କୋଲକାତା ଖଡ଼ଗପୁର ସ୍ଥିତ ମା’
ଖଡ଼ଗପୁର ସ୍ଥିତ ମା’     ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଖଡ଼ଗପୁର ସ୍ଥିତ

ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ‘ଅକ୍ଷୟ ତୃତୀୟା’ର ଶୁଭ ଅବସରରେ କୋଲକାତା ଖଡ଼ଗପୁର ସ୍ଥିତ ମା’

ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ଲାଭ କଲି । ମା’ଙ୍କ

ପାଖରେ ଜଗତର କଲ୍ୟାଣ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande