ପଦ୍ମଭୂଷଣ ଡ. ଗୋପୀନାଥ ମହାନ୍ତିଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପଦ୍ମଭୂଷଣ ଡ. ଗୋପୀନାଥ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ବିଶିଷ୍ଟ ଓଡ଼ିଆ ଔପନ୍ୟାସ
ପଦ୍ମଭୂଷଣ ଡ. ଗୋପୀନାଥ     ମହାନ୍ତିଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପଦ୍ମଭୂଷଣ ଡ.

ଗୋପୀନାଥ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ

ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ ପଦ୍ମଭୂଷଣ ଡ. ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ

ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande