ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭ ଅବସରରେ ହାର୍ଦ୍ଦିକ
ପବିତ୍ର ଅକ୍ଷୟ ତୃତୀୟା ଓ     ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ

ତୃତୀୟା ଓ ଚନ୍ଦନ ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାର

ଶୁଭ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ

କୃପାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧି ଓ ଶାନ୍ତି ରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande