ଜାତୀୟ କବି ବାଞ୍ଛାନିଧି ମହାନ୍ତିଙ୍କ ସ୍ମରଣ କଲେ ରାଜ୍ୟପାଳ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଜାତୀୟ କବି ବାଞ୍ଛାନିଧି ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଜାତୀୟ କବି ବାଞ୍ଛାନିଧି ମହାନ୍ତିଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜାତୀୟ କବି ବାଞ୍ଛାନିଧି     ମହାନ୍ତିଙ୍କ ସ୍ମରଣ କଲେ ରାଜ୍ୟପାଳ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଜାତୀୟ କବି

ବାଞ୍ଛାନିଧି ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଜାତୀୟ କବି ବାଞ୍ଛାନିଧି ମହାନ୍ତିଙ୍କ

ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।

ତାଙ୍କର ଦେଶପ୍ରେମ, ସାରସ୍ୱତ

ସର୍ଜନା ଓ ଆଦର୍ଶ ଆମ ପାଇଁ ସର୍ବଦା ପ୍ରେରଣାର

ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande