ପ୍ରତ୍ନତତ୍ତ୍ୱ ବିଶାରଦ କେଦାରନାଥ ମହାପାତ୍ରଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପ୍ରତ୍ନତତ୍ତ୍ୱ ବିଶାରଦ କେଦାରନାଥ ମହାପାତ୍ରଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ପ୍ରତ୍ନତତ୍ତ୍ୱ ବିଶାରଦ କେଦାରନାଥ ମହାପାତ୍ରଙ୍
କେଦାରନାଥ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପ୍ରତ୍ନତତ୍ତ୍ୱ

ବିଶାରଦ କେଦାରନାଥ ମହାପାତ୍ରଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ପ୍ରତ୍ନତତ୍ତ୍ୱ

ବିଶାରଦ କେଦାରନାଥ ମହାପାତ୍ରଙ୍କ ଶ୍ରାଦ୍ଧ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande