ଓଡ଼ିଆ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଓଡ଼ିଆ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସୁଖ୍ୟାତ ଓଡ଼ିଆ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ମୋର ଶ୍
ଓଡ଼ିଆ ଔପନ୍ୟାସିକ ଗୋପୀନାଥ     ମହାନ୍ତିଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ଓଡ଼ିଆ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ସ୍ମୃତିଚାରଣ

କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ସୁଖ୍ୟାତ ଓଡ଼ିଆ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ମୋର

ଶ୍ରଦ୍ଧାଞ୍ଜଳି ଜଣାଉଛି। ନିଜ ଉତ୍କୃଷ୍ଟ ସାହିତ୍ୟ ରଚନା ପାଇଁ ସେ ପ୍ରଥମ ଓଡ଼ିଆ ଭାବେ

ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ

ତାଙ୍କର ଅନନ୍ୟ ଅବଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande