ପବିତ୍ର ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ମହା
ପବିତ୍ର ଅକ୍ଷୟ ତୃତୀୟାର     ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)- ପବିତ୍ର ଅକ୍ଷୟ

ତୃତୀୟାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ମୋର ଆନ୍ତରିକ

ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଚଳିତ ବର୍ଷର ଅଖିମୁଠି ଅନୁକୂଳ

ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande