ଗମ୍ଭାରୀମୁଣ୍ଡା ପଞ୍ଚାୟତରେ ଭବ୍ୟ ସ୍ୱାଗତ ପାଇଁ ଅଂଚଳବାସୀଙ୍କୁ ଧନ୍ୟବାଦ ଜଣାଇଲେ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)-ପବିତ୍ର ଅକ୍ଷୟ ତୃତୀୟାର ଶୁଭ ଅବସରରେ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପଞ୍ଚାୟତରେ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନାରେ ଅଭିଭୂତ ହୋଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଶ
ଗମ୍ଭାରୀମୁଣ୍ଡା ପଞ୍ଚାୟତରେ     ଭବ୍ୟ ସ୍ୱାଗତ ପାଇଁ ଅଂଚଳବାସୀଙ୍କୁ ଧନ୍ୟବାଦ ଜଣାଇଲେ ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)-ପବିତ୍ର ଅକ୍ଷୟ

ତୃତୀୟାର ଶୁଭ ଅବସରରେ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପଞ୍ଚାୟତରେ ଭବ୍ୟ ସ୍ୱାଗତ

ଓ ସମ୍ବର୍ଦ୍ଧନାରେ ଅଭିଭୂତ ହୋଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ଅବସରରେ

ମନ୍ତ୍ରୀ କହିଛନ୍ତି ଯେ, ଶତାଧିକ ମାଆ, ଭାଇ ଓ ବଡ଼ପଣୁଆଙ୍କ ଏହି ଆଶୀର୍ବାଦ ମୋତେ ଆପଣମାନଙ୍କ ସେବା ପାଇଁ

ଆହୁରି ଶକ୍ତି ଯୋଗାଇବ। ଏହି ସ୍ନେହ ଓ ଶ୍ରଦ୍ଧା ପାଇଁ ସମସ୍ତଙ୍କ ନିକଟରେ ଚିର କୃତଜ୍ଞତା

ପ୍ରକାଶ କରିଛନ୍ତି ମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande