
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ମନମୋହନ ସାମଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଭାରତୀୟ ଜନତା ପାର୍ଟି, ଓଡ଼ିଶା ପ୍ରଦେଶର ରାଜ୍ୟ
ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମହାପ୍ରଭୁଙ୍କ
କରୁଣାରୁ ଆପଣଙ୍କ ଜୀବନ ମଙ୍ଗଳମୟ ହେଉ। ଜନସେବା କ୍ଷେତ୍ରରେ ଆପଣଙ୍କ ଯୋଗଦାନ ଆହୁରି
ପ୍ରଭାବଶାଳୀ ହେଉ, ମୋର ଶୁଭକାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା