ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଖଲ୍ଲିକୋଟର ଜନପ୍ରିୟ ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର
ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା     ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଖଲ୍ଲିକୋଟର ଜନପ୍ରିୟ ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର

ସେଠୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଓ ନିରାମୟ

ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande