
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ ସଦାଶିବ ତ୍ରିପାଠୀଙ୍କ
ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ଡ଼ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା