
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ସ୍ଵର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି
ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବରିଷ୍ଠ ରାଜନେତା
ସ୍ଵର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା