ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର
ସଦାଶିବ


ଭୁବନେଶ୍ୱର, 21 ଏପ୍ରିଲ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ

ତ୍ରିପାଠୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande