ଢେଙ୍କାନାଳ ଜିଲ୍ଲାରେ ବଢ଼ିଲା ସ୍କୁଲ୍ ଛୁଟି ଅବଧି
ଭୁବନେଶ୍ୱର,୨୨ ଏପ୍ରିଲ (ହି.ସ)- ଢେଙ୍କାନାଳ ଜିଲ୍ଲାରେ ସ୍କୁଲ୍ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ୨୩ରୁ ପରବର୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପୂର୍ବ ସୂଚୀ ମୁତାବକ ପଂଚମ ଓ ଅଷ୍ଟମ ଶ୍ରେଣୀ ପରୀକ୍ଷା ହେବ
School holiday


ଭୁବନେଶ୍ୱର,୨୨ ଏପ୍ରିଲ (ହି.ସ)- ଢେଙ୍କାନାଳ ଜିଲ୍ଲାରେ ସ୍କୁଲ୍ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ୨୩ରୁ ପରବର୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପୂର୍ବ ସୂଚୀ ମୁତାବକ ପଂଚମ ଓ ଅଷ୍ଟମ ଶ୍ରେଣୀ ପରୀକ୍ଷା ହେବ। ଶିକ୍ଷକ ଓ ଅନ୍ୟ ସମସ୍ତ କର୍ମଚାରୀ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande