ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ପବିତ୍ର ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ଏପ୍ରିଲ୍ (ହି.ସ.)- ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ପବିତ୍ର ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭକ୍ତି ଓ ସମାନତାର ବାର୍ତ୍ତାବହ ମହାନ ସନ୍ଥ ଶ୍ରୀ ର
ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ପବିତ୍ର ଜୟନ୍ତୀରେ     ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 22 ଏପ୍ରିଲ୍ (ହି.ସ.)- ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ପବିତ୍ର

ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭକ୍ତି ଓ ସମାନତାର ବାର୍ତ୍ତାବହ ମହାନ ସନ୍ଥ ଶ୍ରୀ

ରାମାନୁଜାଚାର୍ଯ୍ୟଙ୍କ ପବିତ୍ର ଜୟନ୍ତୀରେ ମୋର କୋଟି କୋଟି ପ୍ରଣାମ।

ଭାରତୀୟ ସନାତନ ସଂସ୍କୃତି ତଥା ଆଧ୍ୟାତ୍ମିକ ଚେତନାକୁ

ସୁସଂଗଠିତ କରିବା ସହ ସାମାଜିକ ସଂହତି ଓ ସମାନତା ପାଇଁ ତାଙ୍କର ଅବଦାନ ଚିରସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande