
ଭୁବନେଶ୍ୱର, 22 ଏପ୍ରିଲ୍ (ହି.ସ.)
- ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣିଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ଢେଙ୍କାନାଳର ମାନ୍ୟବର ସାଂସଦ
ଶ୍ରୀ ରୁଦ୍ର ନାରାୟଣ ପାଣିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଆପଣଙ୍କୁ
ଦୀର୍ଘ, ସୁସ୍ଥ ଓ ନିରାମୟ ଜୀବନ ପ୍ରଦାନ
କରନ୍ତୁ, ଏତିକି କାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା