ଆସନ୍ତା ୨୬ ଓ ୨୭ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୨୩ ଅପ୍ରେଲ (ହି.ସ.)- ଆସନ୍ତା ୨୬ ଓ ୨୭ ତାରିଖ ପାଗ ଖରାପ ରହିବା ସହିତ ଉତର ଓଡ଼ିଶା ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି. ତଥା ଏହାର ଝଟକା ୬୫ କି.ମି. ଛୁଇଁପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ
ଆସନ୍ତା ୨୬ ଓ ୨୭ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୨୩ ଅପ୍ରେଲ (ହି.ସ.)- ଆସନ୍ତା ୨୬ ଓ ୨୭ ତାରିଖ ପାଗ ଖରାପ ରହିବା ସହିତ ଉତର ଓଡ଼ିଶା ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି. ତଥା ଏହାର ଝଟକା ୬୫ କି.ମି. ଛୁଇଁପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande